32.1 C
Bhubaneswar
Friday, April 26, 2024
Homeଓଡିଶା୧୦ମ ପରୀକ୍ଷା ଫର୍ମ ପୂରଣ ସ୍ଥଗିତ

୧୦ମ ପରୀକ୍ଷା ଫର୍ମ ପୂରଣ ସ୍ଥଗିତ

ଭୁବନେଶ୍ୱର: ରାଜ୍ୟରେ ସ୍ଥଗିତ ହେଲା ମାଟ୍ରିକ୍ ଫର୍ମ ପୂରଣ । ସ୍ଥଗିତ ନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ପରବର୍ତ୍ତୀ ବିଜ୍ଞପ୍ତିରେ ଫର୍ମ ପୂରଣ ନେଇ ସୂଚନା ଦିଆଯିବ ବୋଲି କୁହାଯାଇଛି ।

ତେବେ ମାଟ୍ରିକ ଫର୍ମ ପୂରଣ ବିଜ୍ଞପ୍ତି ପ୍ରତ୍ୟାହାର ପାଇଁ ମାଧ୍ୟମିକ ଶିକ୍ଷା ପରିଷଦକୁ ନିର୍ଦ୍ଦେଶ ଦେଇଥିଲେ ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ୫ ତାରିଖରେ ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ପାଇଁ ପ୍ରକାଶ ପାଇଥିଲା ବିଜ୍ଞପ୍ତି । ମାତ୍ର କରୋନା କଟକଣା ଯୋଗୁ ଦୀର୍ଘ ମାସ ହେବ ସ୍କୁଲ ଖୋଲି ନ ଥିବା ବେଳେ ମାଟ୍ରିକ ପରୀକ୍ଷାକୁ ନେଇ ପିଲାଙ୍କ ମଧ୍ୟରେ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking