15.1 C
Bhubaneswar
Monday, December 8, 2025
Homeଓଡିଶାଜିଅନ୍ତା ଜଳିଗଲେ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀ

ଜିଅନ୍ତା ଜଳିଗଲେ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀ

କେନ୍ଦ୍ରାପଡା: ଘର ଭିତରେ ଜିଅନ୍ତା ଜଳିଗଲେ ଯୁବତୀ । କେନ୍ଦ୍ରାପଡା ଜିଲ୍ଲା , ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା କାଠିଆପଡା ଗାଁରେ ଜିଅନ୍ତା ଜଳିଗଲେ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀ । ହତ୍ୟା ନା ଆତ୍ମହତ୍ୟା ତାହା ସ୍ପଷ୍ଟ ହୋଇନାହିଁ । ମୃତ ଯୁବତୀଙ୍କ ବାପାଙ୍କ କହିବା ଅନୁସାରେ ଝିଅର ପ୍ରେମିକ ବ୍ଲାକମେଲିଂ କରୁଥିଲେ । ଅଶ୍ଲୀଳ ଫଟୋ ଓ ଭିଡିଓ ଜରିଆରେ ବ୍ଲାକମେଲିଂ କରୁଥିଲେ । ଗ୍ରାମାଞ୍ଚଳ ଥାନାରେ ୬ ମାସ ପୂର୍ବେ ଅଭିଯୋଗ କରିଥିଲୁ । ଘଟଣାସ୍ଥଳରେ ଏଯାବତ ପୋଲିସ ପହଞ୍ଚି ନଥିବାରୁ ସତ୍ୟାସତ୍ୟ ସ୍ପଷ୍ଟ ହୋଇନାହିଁ । ଏହି ଖବର ଶୁଣି ଗାଁରେ ଶୋକାକୁଳ ପରିସ୍ଥିତି ଉପୁଜିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking