35.1 C
Bhubaneswar
Sunday, June 1, 2025
Homeଦେଶ ବିଦେଶସଂସଦରେ ପହଞ୍ଚିଲେ ଅର୍ଥମନ୍ତ୍ରୀ

ସଂସଦରେ ପହଞ୍ଚିଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ : ଆଜି ସଂସଦରେ ଆସୁଛି ବଜେଟ୍। ଉପସ୍ଥାପିତ ହେବାକୁ ଯାଉଛି ୨୦୨୪-୨୫ ଆର୍ଥିକ ବର୍ଷର ବାର୍ଷିକ ସାଧାରଣ ବା କେନ୍ଦ୍ରୀୟ ବଜେଟ। ଏହା ଏନଡିଏ ସରକାରର ତୃତୀୟ ପାଳିର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍। ଆଜି ଦିନ ୧୧ଟାରେ ସଂସଦରେ ସପ୍ତମ ଥର ପାଇଁ ଦେଶର ଆୟ-ବ୍ୟୟର ହିସାବ ରଖିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତରମଣ।  ଏହାରି ଭିତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଭେଟିବା ପରେ  ସଂସଦରେ ପହଞ୍ଚିଲେ ଅର୍ଥମନ୍ତ୍ରୀ । ନିଜ ବଜେଟ୍ ଟିମ ସହ ବଜେଟ ଟାବଲେଟ ଧରି ପାର୍ଲାମେଣ୍ଟରେ ପହଞ୍ଚିଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାମରଣ । ଆଜି ଲୋକସଭାରେ ମୋଦି ସରକାରଙ୍କ ତୃତୀୟ ପାଳିର ପ୍ରଥମ ବଜେଟ ଉପସ୍ଥାପନ କରିଲେ ଅର୍ଥମନ୍ତ୍ରୀ । ଦିନ ୧୧ଟା ସମୟରେ ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ । ଏହା ପୂର୍ବରୁ ରାଷ୍ଟ୍ରପତିଙ୍କୁ ଭଟିଛନ୍ତି ଅର୍ଥମନ୍ତ୍ରୀ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking