ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ବଜେଟ ଉପସ୍ଥାପନ

ନୂଆଦିଲ୍ଲୀ: ସଂସଦରେ ବଜେଟ ୨୦୨୬-୨୭ ଆଗତ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଲଗାତାର ୯ମ ଥର ପାଇଁ ବଜେଟ ଆଗତ କରିଛନ୍ତି ନିର୍ମଳା ସୀତାରମଣ। । ବିଗତ ୧୧ ବର୍ଷର ଆର୍ଥିକ ଅଭିବୃଦ୍ଧି ନେଇ ସଂସଦରେ ତଥ୍ୟ ରଖିଲେ ନିର୍ମଳା ସୀତାରମଣ । କହିଛନ୍ତି ଯେ, ବିକଶିତ ଭାରତ ଲକ୍ଷ୍ୟ ନେଇ ଦେଶ ଆଗକୁ ବଢୁଛି । ଚଳିତ ବଜେଟ ଯୁବଶକ୍ତି ବଜେଟ ହେବାକୁ ଯାଉଛି । କର୍ତ୍ତବ୍ୟ ଭବନରେ ଏହା ଆମର ପ୍ରଥମ ବଜେଟ … Continue reading ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ବଜେଟ ଉପସ୍ଥାପନ