28.1 C
Bhubaneswar
Sunday, September 8, 2024
Homeଦେଶ ବିଦେଶବଜେଟ ଉପସ୍ଥାପନ କଲେ ଅର୍ଥମନ୍ତ୍ରୀ

ବଜେଟ ଉପସ୍ଥାପନ କଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ : ସଂସଦରେ ୨୦୨୪-୨୫ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ । ସପ୍ତମ ଥର ପାଇଁ ବଜେଟ୍ ଉପସ୍ଥାପନ କଲେ ନିର୍ମଳା ସୀତାରମଣ ।  ବଜେଟ ଉପସ୍ଥାପନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ମୁଦ୍ରାସ୍ପିତୀ ୪% ରଖିବାକୁ ଆକଳନ କରାଯାଇଛି । ଅନ୍ତରୀଣ ବଜେଟରେ ୪ ଗୋଷ୍ଠୀଙ୍କୁ ପ୍ରାଧାନ୍ୟ ଦିଆଯାଇଥିଲା । ଗରିବ , ମହିଳା, ଯୁବବର୍ଗ ଏବଂ କୃଷକଙ୍କୁ ପ୍ରାଧାନ୍ୟ । ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନେଯାଜନା ୫ ବର୍ଷ ବଢାଯାଇଛି । ୫ ବର୍ଷରେ ୪ କୋଟି ଯୁବବର୍ଗଙ୍କୁ ନିଯୁକ୍ତି, ସୁଦକ୍ଷ ଲକ୍ଷ୍ୟ ରଖାଯାଇଛି । ନିଯୁକ୍ତି , ଶିକ୍ଷା ଓ ଦକ୍ଷତା ବିକାଶ ପାଇଁ ୧ ଲକ୍ଷ ୪୮ ହଜାର କୋଟି ବ୍ୟବସ୍ଥା । ୩୨ ଫସଲର  ୧୦୯ ଉନ୍ନତ ଅମଳକ୍ଷମ ବିହନ ଚାଷୀଙ୍କୁ ମିଳିବ । ୧ କୋଟି ଚାଷୀଙ୍କୁ ପ୍ରାକୃତିକ ଉପାୟରେ ଚାଷ ପାଇଁ ପ୍ରୋତ୍ସାହନ । ଚାଷୀଙ୍କୁ ଉତ୍ପାଦନଗ୍ଧୋରେଜ ଓ ମାର୍କେଟିଂ ପାଇଁ ବିଶେଷ ବ୍ୟବସ୍ଥା ହେବ । ଚାଷୀଙ୍କ ପାଇଁ ୧୦ ହଜାର ବାୟୋ ରିସର୍ଚ୍ଚ କେନ୍ଦ୍ର ପ୍ରତିଷ୍ଠା ହେବ । କୃଷି କ୍ଷେତ୍ର ପାଇଁ ୧ ଲକ୍ଷ ୫୨ ହଜାର କୋଟିର ପ୍ରବଧାନ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking