ଭୁବନେଶ୍ୱର : ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୧,୭୩୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୫,୭୫୦ ଟଙ୍କା ରହିଛି । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୬,୫୭୫ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୨,୬୦୦ ଟଙ୍କା ରହିଛି । କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଗ୍ରାମ ପିଛା ୬,୬୫୫ ଟଙ୍କା ହୋଇଥିବାବେଳେ ୮ ଗ୍ରାମ୍ ପିଛା ୫୩,୨୪୦ ଟଙ୍କା ରହିଛି । ଏହାଛଡା ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୮୭ ରହିଥିବା ବେଳେ ୮ ଗ୍ରାମ୍ ପିଛା ୬୯୬ ଗ୍ରାମ ୧୦୦ପିଛା ୮,୭୦୦ ଓ ୧ କେଜି ପିଛା ୮୭,୦୦୦ ଟଙ୍କା ରହିଛି ।