ଜାଣନ୍ତୁ କଣ ଶସ୍ତା, କଣ ମହଙ୍ଗା ..

ନୂଆଦିଲ୍ଲୀ: ଆଜି ସଂସଦରେ ବଜେଟ ୨୦୨୬-୨୭ ଆଗତ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଲଗାତାର ନବମ ଥର ପାଇଁ ବଜେଟ ଆଗତ କରିଛନ୍ତି ଅର୍ଥମନ୍ତ୍ରୀ । ବଜେଟରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ନେଇ ଉପସ୍ଥାପନା କରିଛନ୍ତି ନିର୍ମଳା ସୀତାରମଣ । ଏହାରି ଭିତରେ ସାଧାରଣ ଲୋକଙ୍କ ପାଇଁ ସବୁଠାରୁ ବଡ ଆଶ୍ୱସ୍ତିକର ଖବର ଆସିଛି । ଏଥର ବଜେଟରେ କଣ ଶସ୍ତା ହେବ, କଣ ମହଙ୍ଗା ହେବ ସେ ନେଇ ଅପେକ୍ଷାରେ ଥିଲେ ଜନତା । … Continue reading ଜାଣନ୍ତୁ କଣ ଶସ୍ତା, କଣ ମହଙ୍ଗା ..