34.1 C
Bhubaneswar
Thursday, April 25, 2024
Homeଓଡିଶାଧାମରା ବନ୍ଦରର ନୂଆ ଟର୍ମିନାଲରେ ଅଗ୍ନିକାଣ୍ଡ

ଧାମରା ବନ୍ଦରର ନୂଆ ଟର୍ମିନାଲରେ ଅଗ୍ନିକାଣ୍ଡ

ଚାନ୍ଦବାଲି : ଭଦ୍ରକ ଜିଲ୍ଲା ଚାନ୍ଦବାଲିସ୍ଥିତ ଧାମରା ବନ୍ଦରରେ ଅଗ୍ନିକାଣ୍ଡ। ଧାମରା ବନ୍ଦରର ନୂଆ ଟର୍ମିନାଲରେ ନିଆଁ ଲାଗିଯିବା ଫଳରେ ବନ୍ଦରରେ ଗଚ୍ଛିତ ଥିବା ସ୍ଲାବ ସମେତ ଅନ୍ୟାନ୍ୟ ସାମଗ୍ରୀ ପୋଡି ଯାଇଥିବା ସୂଚନା ମିଳିଛି। ଖବର ପାଇ ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଗ୍ୟାସ୍ ଲିକ୍‌ରୁ ଏହି ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି।
https://onakhabar.com/2020/03/01/bjd-leaders-get-new-responsibilities/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking