31.1 C
Bhubaneswar
Tuesday, July 2, 2024
Homeଓଡିଶାପେପର ମିଲ୍‌ରେ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ

ପେପର ମିଲ୍‌ରେ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ

ବଲାଙ୍ଗୀର : ବଲାଙ୍ଗୀର ଜିଲ୍ଲା ଚୋରମରା ସ୍ଥିତ ପେପର ମିଲ୍‌ରେ ଅଗ୍ନିକାଣ୍ଡ ଘଟିଥିବାର ସୂଚନା ମିଳିଛି। ପେପର ମିଲ୍‌ର କେମିକାଲ ଗୋଦାମରେ ଲାଗିଛି ନିଆଁ। ନିଆଁକୁ ଆୟତ୍ତ କରିବାକୁ ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ୟମ ଜାରି ରହିଛି। ତେବେ କିପରି ନିଆଁ ଲାଗିଲା, ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ।

ଭୁବନେଶ୍ବରରେ ପହଞ୍ଚିଲେ ନବନିଯୁକ୍ତ ମୁଖ୍ୟଶାସନ ସଚିବ ମନୋଜ ଆହୁଜା

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking