25.1 C
Bhubaneswar
Monday, May 4, 2026
Homeଓଡିଶାପେପର ମିଲ୍‌ରେ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ

ପେପର ମିଲ୍‌ରେ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ

ବଲାଙ୍ଗୀର : ବଲାଙ୍ଗୀର ଜିଲ୍ଲା ଚୋରମରା ସ୍ଥିତ ପେପର ମିଲ୍‌ରେ ଅଗ୍ନିକାଣ୍ଡ ଘଟିଥିବାର ସୂଚନା ମିଳିଛି। ପେପର ମିଲ୍‌ର କେମିକାଲ ଗୋଦାମରେ ଲାଗିଛି ନିଆଁ। ନିଆଁକୁ ଆୟତ୍ତ କରିବାକୁ ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ୟମ ଜାରି ରହିଛି। ତେବେ କିପରି ନିଆଁ ଲାଗିଲା, ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ।

ଭୁବନେଶ୍ବରରେ ପହଞ୍ଚିଲେ ନବନିଯୁକ୍ତ ମୁଖ୍ୟଶାସନ ସଚିବ ମନୋଜ ଆହୁଜା

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking