29.4 C
Bhubaneswar
Thursday, April 18, 2024
Homeବ୍ରେକୀଙ୍ଗଓଏନଜିସିି ପ୍ଲାଣ୍ଟରେ ଅଗ୍ନିକାଣ୍ଡ

ଓଏନଜିସିି ପ୍ଲାଣ୍ଟରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ: ଗୁଜୁରାଟ ସୁରତର ହଜିରାରେ ଓଏନଜିସି ପ୍ଲାଣ୍ଟରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଳମ୍ବିତ ରାତି ପ୍ରାୟ ୨ଟାରୁ ୩ଟା ମଧ୍ୟରେ ଏହି ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଛି । ତେବେ ଲଗାତର ଭାବେ ବଡ ଧରଣର ବିସ୍ଫୋରଣ ନିଆଁ ଲାଗିଥିବା ସୂଚନା ମିଳିଛି । ଖବର ପାଇଁ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଂଚି ନିଆଁକୁ ଆୟତ୍ତ କରିଥିବା ସୂଚନା ରହିଛି । ଏହାକୁ ବାଦ ଦେଲେ ଆଶ୍ୱସ୍ତିର କଥା ହେଲା ଯେ, ଏହି ଅଗ୍ନିକାଣ୍ଡରେ କେହି ମୃତାହତ ହୋଇନାହାନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking