30.1 C
Bhubaneswar
Thursday, April 24, 2025
Homeଓଡିଶାଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ

ନୂଆପଡା: ନୂଆପଡା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ ଘଟିଛି । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଷ୍ଟେନୋଙ୍କ କକ୍ଷରେ ଲାଗିଲା ନିଆଁ । ପୋଡିଗଲା କମ୍ପ୍ୟୁଟର ସହ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର । ସର୍ଟ ସର୍କିଟ୍‌ରୁ ଅଗ୍ନିକାଣ୍ଡ ହୋଇଥିବା ଅନୁମାନ କରାଯାଉଛି । ଅଗ୍ନିଶମ ବାହିନୀ ଦ୍ୱାରା ନିଆଁ ଆୟତ୍ତ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking