29.1 C
Bhubaneswar
Friday, February 6, 2026
Homeଦେଶ ବିଦେଶସ୍ପ୍ରିଙ୍ଗ କାରଖାନାରେ ଗ୍ୟାସ ଲିକ୍ ଯୋଗୁଁ ଅଗ୍ନିକାଣ୍ଡ: ୫ ଆହତ

ସ୍ପ୍ରିଙ୍ଗ କାରଖାନାରେ ଗ୍ୟାସ ଲିକ୍ ଯୋଗୁଁ ଅଗ୍ନିକାଣ୍ଡ: ୫ ଆହତ

ନୂଆଦିଲ୍ଲୀ: ଭାରତୀୟ ରେଳବାଇ ସ୍ପ୍ରିଙ୍ଗ କାରଖାନାରେ ଗ୍ୟାସ ଲିକ ଯୋଗୁଁ ଅଗ୍ନିକାଣ୍ଡରେ ୫ ଜଣ କର୍ମଚାରୀ ଆହତ ହୋଇଥିବା ରିପୋର୍ଟରୁ ଜଣାପଡିଛି । ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଗତାକଲି ରାତିରେ ଏହି ଅଘଟଣ ଘଟିଥିଲା । ଘଟଣାସ୍ଥଳରେ ଥିବା କର୍ମଚାରୀ ଗୁରୁତର ଥିଲେ । ପୋଲିସ ଦମକଳ ବାହିନୀ ସୂଚନା ପାଇ ଘଟଣାସ୍ଥଳରେ ପହଞ୍ଚି ନିକଟସ୍ଥ ଏକ ଘରୋଇ ମେଡିକାଲକୁ ନେଇଥିଲେ । ସେଠାରେ ଡାକ୍ତର ଦଳ ସେମାନଙ୍କ ସ୍ୱାସ୍ଥ୍ୟ ଉପରେ ନଜର ରଖିଛନ୍ତି । ତେବେ ନିଆଁ କିପରି ଲାଗିଲା, କେଉଁ କାରଣରୁ ଲାଗିଲା ତାହାର କାରଣ ଅସ୍ପଷ୍ଟ ରହିଛି । ପୋଲିସ ତଦନ୍ତ ଆରମ୍ଭ କରିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking