24.3 C
Bhubaneswar
Friday, June 6, 2025
Homeଓଡିଶାଗଦି ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ

ଗଦି ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ

ଭୁବନେଶ୍ୱର: ଗଦି ଫ୍ୟାକ୍ଟ୍ରିରେ ଭୟଙ୍କର ଅଗ୍ନିକାଣ୍ଡ । ଜଳିପୋଡି ପାଉଁଶ ହୋଇଗଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ । ଶନିବାର ବିଳମ୍ବିତ ରାତିରେ ମଞ୍ଚେଶ୍ୱର ରେଳ ଷେ୍‌ଟସନ ନିକଟରେ ଥିବା ଏକ ଗଦି ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ ଘଟିଛି । ଫୋମ, ପ୍ଲାଷ୍ଟିକ, ତୁଳା, କପଡା ଆଦି ଗଚ୍ଛିତ ରହିଥିବା ବେଳେ ନିଆଁ ଲାଗି ଏଗୁଡିକ ସମ୍ପୂର୍ଣ୍ଣ ଜଳି ଯାଇଥିଲା । ପରେ ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking