31.1 C
Bhubaneswar
Tuesday, April 23, 2024
Homeଓଡିଶାସପିଙ୍ଗ ମଲରେ ଭୟାବହ ଅଗ୍ନିକାଣ୍ଡ

ସପିଙ୍ଗ ମଲରେ ଭୟାବହ ଅଗ୍ନିକାଣ୍ଡ

ଭୁବନେଶ୍ୱର : ସପିଂ ମଲରେ ବଡ ଧରଣର ଅଗ୍ନିକାଣ୍ଡ । ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁରର ଏକ ସପିଂ ମଲ୍‌ରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି । ଗତକାଲି ବିଳମ୍ବିତ ରାତି ପ୍ରାୟ ୩ଟା ସମୟରେ ମଲ୍‌ରେ ନିଆଁ ଲାଗିଥିବା ସୂଚନା ମିଳିଛି। ଆଜି ସକାଳୁ କିଛି ଲୋକ ଦେଖି ଏ ସମ୍ପର୍କରେ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ୩ଟି ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବା ପାଇଁ ଉଦ୍ୟମ ଜାରି ରଖିଛନ୍ତି। ଅଗ୍ନିକାଣ୍ଡର ପ୍ରକୃତ କାରଣ ସ୍ପଷ୍ଟ ଭାବରେ ଜଣା ପଡିପାରିନଥିବା ବେଳେ ଏଥିରେ କେହି ମୃତାହତ ହୋଇନଥିବା ସୂଚନା ମିଳିଛି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଂଚି ଏହାର ତଦନ୍ତ ଆରମ୍ଭ କରିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking