28.1 C
Bhubaneswar
Thursday, March 28, 2024
Homeଓଡିଶାବିଳମ୍ବିତ ରାତିରେ ଏଜି ଛକ ଭେଣ୍ଡିଂ ଜୋନରେ ଅଗ୍ନିକାଣ୍ଡ

ବିଳମ୍ବିତ ରାତିରେ ଏଜି ଛକ ଭେଣ୍ଡିଂ ଜୋନରେ ଅଗ୍ନିକାଣ୍ଡ

ଭୁବନେଶ୍ୱର: ବୁଧବାର  ରାତି ପ୍ରାୟ ୧୦ଟା ସମୟରେ ଭୁବନେଶ୍ୱର ଏଜି ଛକସ୍ଥିତ ଭେଣ୍ଡିଂ ଜୋନରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ଫଳରେ ଏହି ଅଗ୍ନିକାଣ୍ଡରେ ପ୍ରାୟ ୧୫ଟି ଦୋକାନ ଜଳିପୋଡି ପାଉଁଶ ହୋଇଯାଇଥିବା ସୂଚନା ମିଳିଛି । ପରେ ଖବର ପାଇ ଘଟଣାସ୍ଥଲରେ ଦୁଇଟି ଦମକଳବାହିନୀ ପହଂଚି ନିଆଁକୁ ଆୟତ କରିଥିଲେ । ତେବେ ସର୍ଟ ସର୍କିଟ ଯୋଗୁଁ ଏହି ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଛି । ମାତ୍ର ନିଆଁ ଲାଗିବାର ପ୍ରକୃତ କାରଣ ସ୍ପଷ୍ଟ ହୋଇପାରିନାହିଁ ।
https://onakhabar.com/2020/04/02/death-of-padma-shri-winner-gurubani-in-corona/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking