31.1 C
Bhubaneswar
Sunday, May 5, 2024
Homeବ୍ରେକୀଙ୍ଗଜଲିଗଲା ଫଳ ବଜାର

ଜଲିଗଲା ଫଳ ବଜାର

ବଲାଙ୍ଗିର : ଜଲିଗଲା ଫଳ ବଜାର । ବିଳମ୍ବିତ ରାତିରେ ବଲାଙ୍ଗିର ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ଥିବା ଫଳ ବଜାରରେ ନିଆଁ ଲାଗିଯାଇଥିଲା। ଫଳରେ ଅନେକ ଦୋକାନ ପୋଡି ପାଉଁଶ ହୋଇଯାଇଛି । ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ମଧ୍ୟ ନଷ୍ଟ ହୋଇଯାଇଛି । ଅଗ୍ନିକାଣ୍ଡରେ ଜଣେ ଦୋକାନୀ ନିଆଁରେ ପୋଡି ଗୁରୁତର ଆହତ ହୋଇଛନ୍ତି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲା। ଅଗ୍ନିକାଣ୍ଡ ଲାଗିବାର କାରଣ ଜଣାପଡିନଥିବାବେଳେ କେହି ଦୁର୍ବୃତ୍ତ ନିଆଁ ଲଗାଇଦେଇଥିବା ସନ୍ଦେହ କରାଯାଉଛି । ଏନେଇ ବଲାଙ୍ଗିର ପୋଲିସ ଘଟଣାର ତଦନ୍ତ କରୁଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking