26.1 C
Bhubaneswar
Thursday, March 26, 2026
Homeଓଡିଶାବାଣ ନିଆଁରୁ ଅଗ୍ନିକାଣ୍ଡ: ଜଳିଗଲେ ୫ଗାଈ

ବାଣ ନିଆଁରୁ ଅଗ୍ନିକାଣ୍ଡ: ଜଳିଗଲେ ୫ଗାଈ

କେନ୍ଦୁଝର: କେନ୍ଦୁଝରଜିଲ୍ଲା ହାଟଡିହି ବ୍ଲକ ସୋସୋ ଥାନା ଆମ୍ବଗଡ଼ିଆ ଗାଁରେ ବାଣ ନିଆଁରୁ ଅଗ୍ନିକାଣ୍ଡ ଘଟି ତିନି ବଖରା ଚାଳଘର ପୋଡ଼ିଯାଇଛି। ଗ୍ରାମର କୋଦଣ୍ଡଧର ପଣ୍ଡାଙ୍କ ଘରେ ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଛି। ଏଥିରେ ତାଙ୍କର ୩ ବଖରା ଚାଳ ଘର ସହିତ ୫ଗାଈ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି।ଖବର ପାଇ ହାଟଡିହି ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ରାତିରେ ଗାଁରେ ପିଲାମାନେ ବାଣ ଫୁଟାଉଥିବା ବେଳେ ବାଣ ନିଆଁରୁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରା ଯାଉଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking