24.1 C
Bhubaneswar
Wednesday, March 26, 2025
Homeଓଡିଶାବହି ଗୋଦାମରେ ନିଆଁ: ୩ ଗୁରୁତର

ବହି ଗୋଦାମରେ ନିଆଁ: ୩ ଗୁରୁତର

ଜଗତସିଂହପୁର: ବହି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ଲକ୍ଷାଧିକ ଟଙ୍କାର ବହି ଓ ପାଠ୍ୟ ଉପକରଣ । ଜଗତସିଂହପୁର ଜନତା କୋଠି ନିକଟରେ ଥିବା ଏକ ବହି ଗୋଦାମରେ ଏହି ବିସ୍ଫୋରଣ ହୋଇଛି । ନିଆଁ ଲାଗିଯିବାରୁ ୩ କର୍ମଚାରୀ ଗୁରୁତର ।ଗୁରୁତରମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ଗତକାଲି ବିଳମ୍ବିତ ରାତିରେ ହଠାତ୍ ବହି ଗୋଦାମରେ ବିସ୍ଫୋରଣ ହୋଇଥିଲା । ଏହି ସମୟରେ ଗୋଦାମ ଭିତରେ ୩ ଜଣ ଥିଲେ । ସ୍ଥାନୀୟ ଲୋକ ସେମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ପ୍ରଥମେ ଜଗତସିଂହପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ସେଠାରେ ପ୍ରାଥମିକ ଚିକିତ୍ସା ପରେ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking