20.1 C
Bhubaneswar
Saturday, December 6, 2025
Homeଓଡିଶାକପଡ଼ା ଦୋକାନରେ ଅଗ୍ନିକାଣ୍ଡ: କାରଣ ଅସ୍ପଷ୍ଟ

କପଡ଼ା ଦୋକାନରେ ଅଗ୍ନିକାଣ୍ଡ: କାରଣ ଅସ୍ପଷ୍ଟ

ରାୟଗଡା: ରାୟଗଡା ଜିଲ୍ଲା ଗୁଣପୁର ସହର ପୁରୁଣା ବସଷ୍ଟାଣ୍ଡ ନିକଟରେ ଥିବା ଏକ ଗାର୍ମେଣ୍ଟ ଦୋକାନରେ  ବିଳମ୍ବିତ ରାତିରେ  ଭୟାବହ  ଅଗ୍ନିକାଣ୍ଡ ଘଟିଛି ।  ଅଗ୍ନିକାଣ୍ଡର କାରଣ ଏଯାଏଁ ଅସ୍ପଷ୍ଟ ରହିଥିବା ବେଳେ   ସର୍ଟ ସର୍କିଟ ଯୋଗୁଁ  ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି ।ଦୋକାନର ଉପର ମହଲାରେ ଅଗ୍ନିକାଣ୍ଡ ଘଟିଥିଲା । ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡି  ନଷ୍ଟ ହୋଇଯାଇଛି । ଖବର ପାଇ  ଗୁଣପୁର ଓ ଗୁମୁଡା ଅଗ୍ନିଶମ ବିଭାଗ  ପହଞ୍ଚି  ନିଆଁକୁ ଆୟତ୍ତ କରିଥିବା ଜଣାପଡିଛି । ପୁଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking