33.1 C
Bhubaneswar
Monday, September 30, 2024
Homeଓଡିଶାଜିଲ୍ଲାପାଳଙ୍କ ଅଫିସରେ ନିଆଁ

ଜିଲ୍ଲାପାଳଙ୍କ ଅଫିସରେ ନିଆଁ

ଖୋର୍ଦ୍ଧା : ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଫିସରେ ଲାଗିଲା ନିଆଁ। ଇନଭଟର୍ର ବ୍ୟାଟେରୀ ଫାଟି ଏହି ଅଗ୍ନିକାଣ୍ଡ ଘଟିଛି। ଫଳରେ ନିଆ ଲାଗି କିଛି କାଗଜ ପତ୍ର ପୋଡ଼ି ଯାଇଛି । ଜିଲ୍ଲାପାଳଙ୍କ କାର୍ୟ୍ୟାଳୟରେ ଥିବା ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ କର୍ମଚାରୀ ବସିଥିବାବେଳେ ଇନଭଟର୍ର୍‌ ଫାଟିବାରୁ ଏପରି ଘଟଣା ଦେଖିବାକୁ ମିଳିଛି। ତେବେ ଏହି ଘଟଣାରେ ଅଳ୍ପକେ ବର୍ତ୍ତିଛନ୍ତି କର୍ମଚାରୀ। କେବଳ କାଗଜପତ୍ର ପୋଡି ହୋଇଥିବାବେଳେ କେହି ଆହତ ହୋଇ ନ ଥିବା ସୂଚନା ମିଳିଛି। ଘଟଣା ସ୍ଥଳରେ ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ କରିଛନ୍ତି। ଅଗ୍ନିକାଣ୍ଡର କାରଣ ବିଦ୍ୟୁତ ସର୍ଟ ସର୍କିଟ ବୋଲି ପ୍ରାଥମିକ ତଦନ୍ତରୁ ଜଣା ପଡିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking