35.1 C
Bhubaneswar
Monday, June 17, 2024
Homeଦେଶ ବିଦେଶହସ୍ପିଟାଲରେ ନିଆଁ : ୭ ନବଜାତ ମୃତ

ହସ୍ପିଟାଲରେ ନିଆଁ : ୭ ନବଜାତ ମୃତ

ନୂଆଦିଲ୍ଲୀ : ଦିଲ୍ଲୀ ବିବେକ ବିହାର ସ୍ଥିତ ବେବି କେୟାର ସେଣ୍ଟରରେ ଅଗ୍ନିକାଣ୍ଡ ଘଟିଥିବାର ସୂଚନା ମିଳିଛି ।ବିଳମ୍ବିତ ରାତିରେ ସେଣ୍ଟରେ ନିଆଁ ଲାଗି ୭ ନବଜାତ ଶିଶୁଙ୍କର ମୃତ ଘଟିଛି । ସୂଚନାନୁସାରେ, ୧୨ ଜଣଙ୍କୁ ଉଦ୍ଧାର କରାଯାଇଥିଲା କିନ୍ତୁ ସେମାନଙ୍କ ମଧ୍ୟରୁ ଚିକିତ୍ସାଧୀନ ଅବସ୍ଥାରେ ୭ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଆଉ ୫ ଜଣଙ୍କୁ ଗୁରୁତର ଅବସ୍ଥାରେ ଅନ୍ୟ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଅକ୍ସିଜେନ ସିଲିଣ୍ଡର ବିସ୍ଫୋରଣରୁ ନିଆଁ ଲାଗିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି ।

ଆଜି ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking