28.1 C
Bhubaneswar
Friday, March 29, 2024
Homeଦେଶ ବିଦେଶପେପର ପ୍ଲେଟ୍ କାରଖାନାରେ ଅଗ୍ନିକାଣ୍ଡ, ୩ ମୃତ

ପେପର ପ୍ଲେଟ୍ କାରଖାନାରେ ଅଗ୍ନିକାଣ୍ଡ, ୩ ମୃତ

ଚିତ୍ତୁର: ଆନ୍ଧ୍ରପ୍ରଦେଶଣ ଚିତ୍ତୁର ଜିଲ୍ଲାରେ ଥିବା ଏକ ପେପର ପ୍ଲେଟ୍ କାରଖାନାରେ ମଙ୍ଗଳବାର ରାତିରେ ଅଗ୍ନିକାଣ୍ଡ ଘଟି ୩ ଜଣ ପ୍ରାଣ ହରାଇଥିବାବେଳେ ୧୧ ଜଣ ଆହତ ହୋଇଛନ୍ତି । ମୃତାହତମାନେ ଶ୍ରମିକ ଶ୍ରେଣୀର ବୋଲି ଜଣାପଡିଛି । ତିନିଟି ଦମକଳ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ଅଗ୍ନିକାଣ୍ଡର କାରଣ ଜଣାପଡିନଥିବାବେଳେ ଆହତଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ମୁକ୍ତାର ଆନ୍‌ସାରୀଙ୍କୁ ୨ ବର୍ଷ ଜେଲ୍‌

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking