16.1 C
Bhubaneswar
Monday, February 9, 2026
Homeଦେଶ ବିଦେଶଆବାସିକ କୋଠାରେ ଅଗ୍ନିକାଣ୍ଡ: ୧୨ ମୃତ

ଆବାସିକ କୋଠାରେ ଅଗ୍ନିକାଣ୍ଡ: ୧୨ ମୃତ

ଚୀନ୍‌: ଚୀନ୍‌ରେ ଏକ ଆବାସିକ କୋଠାରେ ଅଗ୍ନିକାଣ୍ଡ ଘଟିଛିଏହି ଅଗ୍ନିକାଣ୍ଡରେ ୧୨ ଜଣଙ୍କ ମୃତ୍ୟୁ ଘଟିଛି। ଗୁଆଙ୍ଗଡୋଙ୍ଗ୍ ପ୍ରଦେଶର ଶାଣ୍ଟୌରେ ଏକ ଚାରି ମହଲା କୋଠାରେ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ କାରଣ ଅସ୍ପଷ୍ଟ ରହିଛିଅଗ୍ନିକାଣ୍ଡ ପରେ ଅଞ୍ଚଳରେ ଆତଙ୍କ ସୃଷ୍ଟି ହୋଇଥିଲାଖବର ପାଇଁ ଘଟଣାସ୍ଥଳରେ ପୋଲିସ ଏବଂ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ବୁଧବାର ସକାଳେ ପ୍ରାରମ୍ଭିକ ରିପୋର୍ଟରେ ୮ ଜଣଙ୍କ ମୃତ୍ୟୁ ଘଟିଥିବା ଏବଂ ୪ ଜଣଙ୍କୁ ହସ୍ପିଟାଲକୁ ନିଆଯାଇଥିବା କୁହାଯାଇଥିଲା। ପରେ ରାଷ୍ଟ୍ରାୟତ୍ତ ଗଣମାଧ୍ୟମ ଜିନହୁଆ ମୋଟ ୧୨ ଜଣଙ୍କ ମୃତ୍ୟୁ ହୋଇଥିବା ରିପୋର୍ଟ କରିଥିଲା। ଗତ ମାସରେ ହଂକଂରେ ଘଟିଥିବା ଭୟଙ୍କର ଅଗ୍ନିକାଣ୍ଡ ପରେ ଏହି ଘଟଣା ଘଟିଛି। ଏହି ଅଗ୍ନିକାଣ୍ଡ ପୂର୍ବରୁ ଗ୍ୱାଙ୍ଗଡୋଙ୍ଗର ଅନେକ ଉଚ୍ଚ ଆବାସିକ କୋଠାରେ ୧୬୦ ଜଣଙ୍କ ମୃତ୍ୟୁ ଘଟିଥିଲା।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking