ଭୁବନେଶ୍ୱର: ଯାତ୍ରୀବାହୀ ବସରେ ଅଗ୍ନି ସୁରକ୍ଷା ବ୍ୟବସ୍ଥା ବାଧ୍ୟତାମୂଳକ । ଅଗ୍ନିଶମ ଓ ଜରୁରୀକାଳୀନ ସେବା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି । ବସରେ ଫାୟାର ଡିଟକ୍ସନ ଓ ସପ୍ରେସନ ସିଷ୍ଟମ ରଖିବା ବାଧ୍ୟତାମୂଳକ ଅଟେ । ଆପତ୍ତକାଳୀନ ପ୍ରସ୍ଥାନ ଦ୍ୱାର, କାଚ ଭାଙ୍ଗିବାକୁ ହାତୁଡି ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ୨୦୨୫ ଅକ୍ଟୋବର ପରେ ପଞ୍ଜିକୃତ ବସରେ ଅଗ୍ନି ସୁରକ୍ଷା ବ୍ୟାସ୍ଥା ବାଧ୍ୟତାମୂଳକ ଅଟେ ।










