32.1 C
Bhubaneswar
Saturday, May 18, 2024
Homeଓଡିଶାଭୁବନେଶ୍ୱର ଏମ୍ ସ୍ ପରିସରରେ ଅଗ୍ନିଶମ ସେବା କେନ୍ଦ୍ର କୁ ମୁଖ୍ୟମନ୍ତ୍ରୀ ଙ୍କ ମଞୁରୀ

ଭୁବନେଶ୍ୱର ଏମ୍ ସ୍ ପରିସରରେ ଅଗ୍ନିଶମ ସେବା କେନ୍ଦ୍ର କୁ ମୁଖ୍ୟମନ୍ତ୍ରୀ ଙ୍କ ମଞୁରୀ

 

ଭୁବନେଶ୍ୱର :: ଏମ୍ ସ୍ AIIMS  ପରିସରରେ ଏଟ ଅଗ୍ନିଶମ ସେବା କେନ୍ଦ୍ର ଖୋଲାଯିବା ପ୍ରସ୍ତାବ କୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମଞୁର କରିଛନ୍ତି ।।

 

ଏହି କେନ୍ଦ୍ର ରେ ଜଣେ station officer ଙ୍କ ସମେତ ଦଶ ଜଣ କର୍ମଚାରୀ ରହିବେ ।

ଏଥିପାଇଁ ରାଜ୍ୟ ସରକାର ଦଶଟି ନୂତନ ପଦବୀ ସୃଷ୍ଟି କରିଛନ୍ତି ।

AIIMS ପରି ଏକ ସର୍ଵଭାରତୀୟ ଚିକିତ୍ସା ପ୍ରତିଷ୍ଠାନ ର ଅଗ୍ନି ନିରାପତ୍ତା କୁ ସୁଦୃଢ କରିବାରେ ଏହା  ବିଶେଷ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।

ସୂଚନାଯୋଗ୍ୟ ଯେ SCB medical college cuttack .MKCG medical college  Berhampurଏବଂ VIMSAR   Burla  ରେ ଗୋଟିଏ ଗୋଟିଏ ଅଗ୍ନିଶମ ସେବା କେନ୍ଦ୍ର ରହିଛି ।

ସାରା ରାଜ୍ୟରେ ବର୍ତ୍ତମାନ 338ଟି ଅଗ୍ନିଶମ ସେବା କେନ୍ଦ୍ର ବିପଦ ଆପଦ ସମୟରେ ଲୋକଙ୍କୁ ସେବା ଯୋଗାଉଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking