22.1 C
Bhubaneswar
Friday, February 6, 2026
Homeଦେଶ ବିଦେଶବାଣ ବିସ୍ଫୋରଣ: ଜଣେ ମୃତ, ୩ ଗୁରୁତର

ବାଣ ବିସ୍ଫୋରଣ: ଜଣେ ମୃତ, ୩ ଗୁରୁତର

ମୁମ୍ବାଇ: ଦୀପାବଳୀରେ ମୁମ୍ବାଇରୁ ଆସିଛି ଏକ ବଡ ଅଘଟଣର ଖବର । ମୁମ୍ବାଇରେ ବାଣ ବସ୍ଫୋରଣ ଘଟି ଜଣେ ମୃତ୍ୟୁବରଣ କରିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ୩ ଗୁରୁତରଙ୍କୁ ମେଡିକାଲରେ ଭର୍ତ୍ତି  କରାଯାଇଛି । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking