20.1 C
Bhubaneswar
Thursday, January 16, 2025
Homeଅପରାଧଶ୍ରୀମନ୍ଦିର ପରିଚାଳନା କମିଟିର ପୂର୍ବତନ ସଦସ୍ୟଙ୍କୁ ହତ୍ୟା

ଶ୍ରୀମନ୍ଦିର ପରିଚାଳନା କମିଟିର ପୂର୍ବତନ ସଦସ୍ୟଙ୍କୁ ହତ୍ୟା

ପୁରୀ: ଶ୍ରୀମନ୍ଦିର ପରିଚାଳନା କମିଟିର ପୂର୍ବତନ ସଦସ୍ୟ କୃଷ୍ଣଚନ୍ଦ୍ର ପ୍ରତିହାରୀଙ୍କୁ ଗୁଳିକରି ହତ୍ୟା କରାଯାଇଛି । ପୁରୀ ବାରବାଟୀ ନିକଟରେ ତାଙ୍କୁ ଗୁଳି କରାଯାଇଥିବା ବେଳେ ଗୁରୁତର ଅବସ୍ଥାରେ ତାଙ୍କୁ ମେଡିକାଲ୍‌ରେ ଭର୍ତ୍ତି କରାଯାଇଥିଲା । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ତେବେ ଗୁଳିକାଣ୍ଡର କାରଣ ଜଣାପଡ଼ିନଥିବା ବେଳେ ପୁଲିସ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ବ୍ୟବଚ୍ଛେଦ ପରେ ପରିବାରକୁ ମୃତଦେହ ହସ୍ତାନ୍ତର କରିବାକୁ ଥିବା ବେଳେ ପୁଲିସ୍ ଏକ ମାମଲା ରୁଜୁ କରିଛି । ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ତଦନ୍ତ ଆଗକୁ ତ୍ୱରାନ୍ୱିତ କରାଯିବ ବୋଲି ପୁଲିସ୍ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking