30.1 C
Bhubaneswar
Saturday, May 18, 2024
Homeରାଜନୀତିପ୍ରଥମ ପର୍ଯ୍ୟାୟ ନିର୍ବାଚନ; ଘରୁ ମତଦାନ କରିବେ ୪୧୫୮ ଭୋଟର୍‌

ପ୍ରଥମ ପର୍ଯ୍ୟାୟ ନିର୍ବାଚନ; ଘରୁ ମତଦାନ କରିବେ ୪୧୫୮ ଭୋଟର୍‌

ଭୁବନେଶ୍ୱର: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ୪୧୫୮ ମତାଦାତା ‘ଘରୁ ମତଦାନ’ ବିକଳ୍ପକୁ ବାଛିଛନ୍ତି । ଏହା ମଧ୍ୟରେ ୨୧୯୬ ଜଣ ୮୫ ବର୍ଷ ବୟସରୁ ଊର୍ଦ୍ଧ୍ୱ ବ୍ୟକ୍ତି ହୋଇଥିବାବେଳେ ୧୯୬୨ ଜଣ ୪୦%ରୁ ଊର୍ଦ୍ଧ୍ୱ ଭିନ୍ନକ୍ଷମତା ରହିଥିବା ମତଦାତା ଅଟନ୍ତ । କୋରାପୁଟ ଜିଲ୍ଲାର ବିଭିନ୍ନ ସ୍ଥାନରେ ଏଭଳି ମତଦାତାଙ୍କ ଭୋଟ୍ ଗ୍ରହଣ କରାଯାଇଛି । ଅନ୍ୟ ନିର୍ବାଚନ ମଣ୍ଡଳୀରେ ମଧ୍ୟ ରିଟର୍ଣ୍ଣିଂ ଅଫିସରଙ୍କ ଦ୍ୱାରା ସ୍ଥିରୀକୃତ ତାରିଖ ଓ ସମୟ ଅବଧିରେ ‘ଘରୁ ମତାଦାନ’ ବ୍ୟବସ୍ଥା କରାଯିବ । ପ୍ରଥମ ପର୍ଯ୍ୟାୟରେ ମତଦାନ ହେବାକୁ ଥିବା ଚାରି ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ୨୮ଟି ଯାକ ବିଧାନସଭା କ୍ଷେତ୍ରରେ ଯୋଗ୍ୟ ମତଦାତାମାନେ‘ଘରୁ ମତଦାନ’ ବିକଳ୍ପକୁ ବାଛିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking