28.1 C
Bhubaneswar
Tuesday, May 21, 2024
Homeଓଡିଶାଲୋୟର ପିଏମ୍‌ଜିରେ ମତ୍ସ୍ୟଜୀବୀଙ୍କ ବିକ୍ଷୋଭ

ଲୋୟର ପିଏମ୍‌ଜିରେ ମତ୍ସ୍ୟଜୀବୀଙ୍କ ବିକ୍ଷୋଭ

ଭୁବନେଶ୍ୱର : ଭୁବନେଶ୍ୱର ଲୋୟର ପିଏମ୍‌ଜିରେ ମତ୍ସ୍ୟଜୀବୀ ସଂଙ୍ଘର ଆନ୍ଦୋଳନ ଦେଖିବାକୁ ମିଳିଛି । ୬ ଦଫା ଦାବିରେ ହଜାର ହଜାର ମତ୍ସ୍ୟଜୀବୀଙ୍କ ଆନ୍ଦୋଳନ ଦେଖିବାକୁ ମିଳିଛି । ପାରାଦ୍ୱୀପ , ଧାମରା , ବାହାବଳପୁରରୁ  ଆସି ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି ଆନ୍ଦୋଳନକାରୀ ।

 

 

୪ ମହାକାଶଚାରୀଙ୍କ ନାମ ଚୂଡାନ୍ତ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking