23.1 C
Bhubaneswar
Tuesday, March 19, 2024
Homeବ୍ରେକୀଙ୍ଗରାଜ୍ୟରେ ଆଉ ୫ ଜୀବନ ନେଲା କରୋନା, ପୁରୀରୁ ସର୍ବାଧିକ ୩

ରାଜ୍ୟରେ ଆଉ ୫ ଜୀବନ ନେଲା କରୋନା, ପୁରୀରୁ ସର୍ବାଧିକ ୩

ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସହ କରୋନା ମୃତ୍ୟୁ ସଂଖ୍ୟା ମଧ୍ୟ କମିବାରେ ଲାଗିଛି । ଆଜି ୩୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୫ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୭୪୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ପୁରୀରୁ ସର୍ବାଧିକ ୩ ଜଣ  କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଖୋର୍ଦ୍ଧା ଓ ଜଗତସିଂପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking