29.4 C
Bhubaneswar
Thursday, June 18, 2026
Homeଦେଶ ବିଦେଶବସ୍ ଓଲଟି ୫ ମୃତ

ବସ୍ ଓଲଟି ୫ ମୃତ

ଝାଡ଼ଖଣ୍ଡ: ଝାଡ଼ଖଣ୍ଡର ଲାତେହାରରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ବିବାହ ଉତ୍ସବରୁ ଫେରୁଥିବା ଯାତ୍ରୀମାନଙ୍କୁ ନେଇ ଯାଉଥିବା ଏକ ବସ୍ ଓଲଟି ପଡ଼ିଛି। ଏହି ଦୁର୍ଘଟଣାରେ ପାଞ୍ଚ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୨୫ ଜଣ ଆହତ ହୋଇଛନ୍ତି। ବିବାହ ଶୋଭାଯାତ୍ରା ନେଇ ଯାଉଥିବା ବସ୍ ନିୟନ୍ତ୍ରଣ ହରାଇ ଓଲଟି ପଡ଼ିଥିବା ଜଣାପଡ଼ିଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking