19.1 C
Bhubaneswar
Monday, December 8, 2025
Homeଓଡିଶାପୋଲ ଉପରେ ୫ ଫୁଟର ପାଣି: ପାହାଡ଼ରୁ ଧସିଲା ମାଟି ଅତଡ଼ା

ପୋଲ ଉପରେ ୫ ଫୁଟର ପାଣି: ପାହାଡ଼ରୁ ଧସିଲା ମାଟି ଅତଡ଼ା

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ବିଳମ୍ବିତ ରାତି ବର୍ଷାରେ ୩୨୬ ନମ୍ବର ଜାତୀୟ ରାଜପଥ ଉପରେ ଥିବା କାଙ୍ଗୁରକୋଣ୍ଡା ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ ହେଉଛି। ଯାହାଫଳରେ ମୋଟୁ ସହ ପଡ଼ୋଶୀ ରାଜ୍ୟ ଆନ୍ଧ୍ର ଓ ତେଲାଙ୍ଗାନାକୁ ମଧ୍ୟ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି।ମାଲକାନଗିରି ଜିଲ୍ଲାରେ ବିଳମ୍ବିତ ରାତି ବର୍ଷାରେ ୩୨୬ ନମ୍ବର ଜାତୀୟ ରାଜପଥ ଉପରେ ଥିବା କାଙ୍ଗୁରକୋଣ୍ଡା ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ ହେଉଛି। ଯାହାଫଳରେ ମୋଟୁ ସହ ପଡ଼ୋଶୀ ରାଜ୍ୟ ଆନ୍ଧ୍ର ଓ ତେଲାଙ୍ଗାନାକୁ ମଧ୍ୟ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ବ୍ରିଜର ଉଭୟ ପାର୍ଶ୍ଵରେ ଯାତ୍ରୀ ସହ ଶହ ଶହ ଯାନବାହନ ଅଟକି ରହିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking