ବିମାନ ଦୁର୍ଘଟଣାରେ ଅଜିତ ପାୱାରଙ୍କ ସମେତ ୫ ମୃତ
ନୂଆଦିଲ୍ଲୀ: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଦେହାନ୍ତ ହୋଇଛି। ବିମାନ ଦୁର୍ଘଟଣାରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି। ବାରାମତୀ ବିମାନବନ୍ଦରରେ ଅବତରଣ କରିବା ସମୟରେ ଖସି ପଡିଥିଲା ବିମାନ। ଏହି ଗୁରୁତର ଦୁର୍ଘଟଣାରେ ଅଜିତ ପାୱାରଙ୍କ ସମେତ ୫ ଜଣଙ୍କର ମୃତ୍ୟୁ ହୋଇଥିବା ପ୍ରାଥମିକ ସୂଚନା ମିଳିଛି। ମିଳିଥିବା ସୂଚନା ଅନୁଯାୟୀ, ଅଜିତ ପାୱାର ଆଜି ସକାଳେ ଏକ ସ୍ୱତନ୍ତ୍ର ବିମାନରେ ମୁମ୍ବାଇରୁ ବାରାମତୀ ଯାଇଥିଲେ। ଜିଲ୍ଲା ପରିଷଦ ନିର୍ବାଚନ ପାଇଁ ବାରାମତୀରେ ପ୍ରଚାର ସଭା … Continue reading ବିମାନ ଦୁର୍ଘଟଣାରେ ଅଜିତ ପାୱାରଙ୍କ ସମେତ ୫ ମୃତ
Copy and paste this URL into your WordPress site to embed
Copy and paste this code into your site to embed