33.1 C
Bhubaneswar
Friday, May 3, 2024
Homeଦେଶ ବିଦେଶଗୃହରକ୍ଷୀ ଓ ବେସାମରିକ ସେବା ପଦକ ପାଇଁ ଓଡିଶାରୁ ୫ ଜଣ ମନୋନୀତ

ଗୃହରକ୍ଷୀ ଓ ବେସାମରିକ ସେବା ପଦକ ପାଇଁ ଓଡିଶାରୁ ୫ ଜଣ ମନୋନୀତ

ନୂଆଦିଲ୍ଲୀ : ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଅଗ୍ନିଶମ ସେବା, ଗୃହରକ୍ଷୀ ଏବଂ ବେସାମରିକ ପ୍ରତିରକ୍ଷା ପାଇଁ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ରାଷ୍ଟ୍ରପତି ପଦକ ଘୋଷଣା ହୋଇଛି । ପ୍ରଶଂସନୀୟ ସେବା ପାଇଁ ଗୃହରକ୍ଷୀ ଓ ବେସାମରିକ ସେବା ପଦକ ପାଇବାକୁ ଓଡିଶାର ୫ ଜଣ କର୍ମଚାରୀ ମନୋନୀତ ହୋଇଛନ୍ତି । ସେମାନେ ହେଲେ ଗୃହରକ୍ଷୀ କଂପାନି କମାଣ୍ଡର ଜୟନ୍ତ କୁମାର ପଟେଲ୍‌, ଗୃହରକ୍ଷୀ ରବିନ୍ଦ୍ର କୁମାର ମଲ୍ଲିକ, ଗୃହରକ୍ଷୀ ମାୟାଧର ସୂତାର, ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀ ବି.ରାଜ କିଶୋର ସିଂହ ଓ ସୁରଜ ହେମ୍ବ୍ରମ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking