34.1 C
Bhubaneswar
Saturday, May 2, 2026
Homeଦେଶ ବିଦେଶବିମାନ ଦୁର୍ଘଟଣାରେ ୫ ଜଣ ଖେଳାଳିଙ୍କ ମୃତ୍ୟୁ

ବିମାନ ଦୁର୍ଘଟଣାରେ ୫ ଜଣ ଖେଳାଳିଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଆମେରିକାର ଟେକ୍ସାସ ରାଜ୍ୟର ଏକ ହିଲ କଣ୍ଟ୍ରି ଅଞ୍ଚଳରେ ଶୁକ୍ରବାର କ ଛୋଟ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏକ ଗଛକୁ ଧକ୍କା ଦେଇ ଦୁର୍ଘଟଣାର ସାମ୍ନା କରିଥିବା ବିମାନ ଖଣ୍ଡ ଖଣ୍ଡ ହୋଇଯାଇଛି । ଏହି ଦୁର୍ଘଟଣାରେ ୫ ଜଣ ଖେଳାଳିଙ୍କର ମୃତ୍ୟୁ ଘଟିଛି । ସମସ୍ତ ମୃତକ ଏକ ଟୁର୍ଣ୍ଣାମେଣ୍ଟକୁ ଯାଉଥିବା ପିକଲ ବଲ ଖେଳାଳି ଥିଲେ । ଅଧିକାରୀମାନେ ଶୁକ୍ରବାର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି । ଟେକ୍ସାସର ଜନ ସୁରକ୍ଷା ବିଭାଗ ଅନୁଯାୟୀ, ଅଷ୍ଟିନରୁ ପ୍ରାୟ ୪୦ ମାଇଲ ଦକ୍ଷିଣ- ପଶ୍ଚିମରେ ଥିବା ୱିମ୍ବରଲି ସହରରେ ଗୁରୁବାର ରାତି ପ୍ରାୟ ୧୧ଟା ସମୟରେ ଏହି ଦୁର୍ଘଟଣା ଘଟିଥିଲା ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking