୫ ବର୍ଷୀୟା ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ
ଦେବଗଡ: ଦେବଗଡରେ ଲଜ୍ଜା । ପାଞ୍ଚ ବର୍ଷର ନାବାଳିକାକୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ । ଗତକାଲି ରାତିରେ ନାମ ଯଜ୍ଞ ଦେଖିବାକୁ ଯାଇଥିବା ଦୁଷ୍କର୍ମର ଶିକାର ହୋଇଛନ୍ତି ଜଣେ ନାବାଳିକା । ବାର୍କୋଟ ଥାନା ଅଞ୍ଚଳରେ ଘଟିଛି ଏଭଳି ଏକ ଲଜ୍ଜାଜନକ ଘଟଣା । ଉଦିତ ପାତ୍ର ନାମକ ଯୁବକ ଶିଶୁଙ୍କୁ ଦୁଷ୍କର୍ମ କରିଥିବା ନେଇ ସାଙ୍ଘାତିକ ଅଭିଯୋଗ ଆସିଛି । ଶିଶୁକନ୍ୟା ଚିତ୍କାର କରିବାରୁ ଅଭିଯୁକ୍ତକୁ ଧରି ନିସ୍ତୁକ ମାଡ ମାରିଥିଲେ ଗ୍ରାମବାସୀମାନେ । ଗ୍ରାମବାସୀଙ୍କ … Continue reading ୫ ବର୍ଷୀୟା ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ
Copy and paste this URL into your WordPress site to embed
Copy and paste this code into your site to embed