23.1 C
Bhubaneswar
Monday, March 24, 2025
Homeଓଡିଶାଏପ୍ରିଲ ୧ରୁ ଭୁବନେଶ୍ବରରୁ ଗୋଆକୁ ଉଡ଼ିବ ବିମାନ

ଏପ୍ରିଲ ୧ରୁ ଭୁବନେଶ୍ବରରୁ ଗୋଆକୁ ଉଡ଼ିବ ବିମାନ

ଭୁବନେଶ୍ବର: ଏପ୍ରିଲରୁ ଭୁବନେଶ୍ୱର- ଗୋଆକୁ ଉଡିବ ବିମାନ । ଏନେଇ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଜ୍ୟ ସରକାରଙ୍କ ନ୍ୟୁ ଡେଷ୍ଟିନେସନ୍‌ ପଲିସି ଅନୁଯାୟୀ ଭୁବନେଶ୍ବରରୁ ଗୋଆକୁ ବିମାନ ଚଳାଚଳ କରିବ। ଆସନ୍ତା ଅପ୍ରେଲ୍‌ ୧ ତାରିଖ ଠାରୁ ଭୁବନେଶ୍ବରରୁ ଗୋଆକୁ ପ୍ରତି ମଙ୍ଗଳବାର, ବୁଧବାର, ଗୁରୁବାର ଓ ଶନିବାର ଦିନ ବିମାନ ଚଳାଚଳ କରିବ। ଘରୋଇ ବିମାନ କଂପାନି ‘ଇଣ୍ଡିଗୋ’ରେ ଭୁବନେଶ୍ବରରୁ ବିମାନଯାତ୍ରୀମାନେ ଗୋଆ ଯାଇପାରିବେ। ପୁଣି ଯାତ୍ରମାନେ ଚାହିଁଲେ ଗୋଆରୁ ଇଣ୍ଡିଗୋର ବିମାନରେ ଭୁବନେଶ୍ବର ଫେରିପାରିବେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking