22.1 C
Bhubaneswar
Friday, December 26, 2025
Homeଦେଶ ବିଦେଶଆସାମରେ ବନ୍ୟା ବିତ୍ପାତ ; ଗଲାଣି ୪୬ ଜୀବନ

ଆସାମରେ ବନ୍ୟା ବିତ୍ପାତ ; ଗଲାଣି ୪୬ ଜୀବନ

ନୂଆଦିଲ୍ଲୀ : ଆସାମରେ ବନ୍ୟା ବିତ୍ପାତ । ବ୍ରହ୍ମପୁତ୍ର ନଦୀରେ ବନ୍ୟା ଯୋଗୁଁ ୧୯ଟି ଜିଲ୍ଲାରେ ୧୬ ଲକ୍ଷ ଲୋକେ ପ୍ରଭାବିତ ହୋଇଛନ୍ତି। ସେପଟେ ବନ୍ୟା ଯୋଗୁ ବର୍ତ୍ତମାନ ସୁଦ୍ଧା ୪୬ ଜଣଙ୍କ ମୃତ୍ୟୁ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ବନ୍ୟା ପାଣିରେ ବୁଡି ଆଉ ୮ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ବ୍ରହ୍ମପୁତ ନଦୀର ଜଳସ୍ତର ଏବେ ବି ବିପଦ ସଙ୍କେତ ଉପରେ ପ୍ରବାହିତ ହୋଇଥିବାରୁ ସ୍ଥିତି ଆହୁରି ବିଗିଡିବା ନେଇ ଆଶଙ୍କା କରାଯାଉଛି।ଏନଡିଆରଏଫ, ଏସଡିଆରଏଫ, ଅଗ୍ନିଶମ ବିଭାଗ ଏବଂ ସେନା ସହାୟତାରେ ଉଦ୍ଧାର କାର୍ୟ୍ୟ ଜୋରସୋରରେ ଚାଲିଛି। ରାସ୍ତାଘାଟ ବୁଡି ରହିଥିବାରୁ ଗମନାଗମନରେ ବାଧା ଉପୁଜିଛି। ଏମିତିକି ଅନେକ ବିଲ୍ଡଂର ପ୍ରଥମ ମହଲା ଜଳରେ ବୁଡି ରହିଥିବାରୁ ଲୋକେ ଘରଦ୍ୱାର ଛାଡି ଅନ୍ୟତ୍ର ମୁଣ୍ଡ ଗୁଞ୍ଜିଛନ୍ତି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking