ଜୀବନ ଯୁଦ୍ଧରେ ହାରିଗଲେ ଏଫ୍ଏମ କଲେଜ ଛାତ୍ରୀ ସୌମ୍ୟାଶ୍ରୀ
ଭୁବନେଶ୍ବର: ଏମ୍ସରେ ଦୀର୍ଘ ୫୫ଘଣ୍ଟାର ଜୀବନ ମରଣ ସହ ଲଢ଼େଇ କରିବା ପରେ ହାରିଯାଇଛନ୍ତି ଫକୀର ମୋହନ ସ୍ବୟଂ ଶାସିତ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ ବିଏଡ୍ ଦ୍ବିତୀୟ ବର୍ଷର ଛାତ୍ରୀ ସୌମ୍ୟାଶ୍ରୀ ବିଶି(୨୦)। ଭୁବନେଶ୍ବର ଏମ୍ସର ବର୍ଣ୍ଣ ବିଭାଗର ଆଇସିୟୁର ଭେଣ୍ଟିଲେଟର ଜରିଆରେ ଚିକିତ୍ସାଧୀନ ସୌମ୍ୟାଶ୍ରୀଙ୍କର ସୋମବାର ରାତି ୧୧ଟା ୪୬ମିନିଟ୍ରେ ମୃତ୍ୟୁ ଘଟିଛି। ୮ଜଣିଆ ବିଶେଷଜ୍ଞ ଡାକ୍ତରଙ୍କ ସକଳ ପ୍ରଚେଷ୍ଟା ସତ୍ତ୍ବେ ଛାତ୍ରୀଙ୍କୁ ବଞ୍ଚାଇବା ସମ୍ଭବ ହୋଇପାରିନାହିଁ। ମୃତ୍ୟୁ ପରେ ଶବକୁ ବିଳମ୍ବିତ ରାତିରେ କଡ଼ା ସୁରକ୍ଷା … Continue reading ଜୀବନ ଯୁଦ୍ଧରେ ହାରିଗଲେ ଏଫ୍ଏମ କଲେଜ ଛାତ୍ରୀ ସୌମ୍ୟାଶ୍ରୀ
Copy and paste this URL into your WordPress site to embed
Copy and paste this code into your site to embed