15.1 C
Bhubaneswar
Thursday, December 18, 2025
Homeଓଡିଶାଏଫଏମ ଛାତ୍ରୀ ଆତ୍ମାହୁତି ଘଟଣା: ଦୁଇ ସାକ୍ଷୀଙ୍କ ବୟାନ ରେକର୍ଡ

ଏଫଏମ ଛାତ୍ରୀ ଆତ୍ମାହୁତି ଘଟଣା: ଦୁଇ ସାକ୍ଷୀଙ୍କ ବୟାନ ରେକର୍ଡ

ଭୁବନେଶ୍ୱର: ବାଲେଶ୍ୱର ଏଫଏମ ଛାତ୍ରୀ ଆତ୍ମାହୁତି ମାମାଲାରେ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଛି । ଭାରତୀୟ ନ୍ୟାୟ ସଂହିତା ଧାରା ୧୮୩ରେ ବୟାନ ରେକର୍ଡ କରାଯାଇଛି । ୨ ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କଲା କ୍ରାଇମବ୍ରାଞ୍ଚ । ଦ୍ୱିତୀୟ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‌ଙ୍କ ନିକଟରେ ବୟାନ ରେକର୍ଡ । ପୂର୍ବରୁ ଧାରା ୧୬୩ରେ ରେକର୍ଡ ହୋଇଥିଲା ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking