26.1 C
Bhubaneswar
Friday, September 20, 2024
Homeଓଡିଶାଟ୍ବିନ୍‌ ସିଟିରେ ଘନକୁହୁଡି: ଯାତାୟାତ ବାଧାପ୍ରାପ୍ତ

ଟ୍ବିନ୍‌ ସିଟିରେ ଘନକୁହୁଡି: ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ବର: ରବିବାର ଟ୍ବିନ ସିଟିରେ ଘନ କୁହୁଡି ଦେଖିବାକୁ ମିଳିଛି। ଭୋରରୁ ଘନ କୁହୁଡି ଯୋଗୁଁ ରାସ୍ତାଘାଟ ଠିକ୍ ଭାବେ ଦେଖାଯାଉନାହିଁ। ଏଥିଯୋଗୁଁ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଛି।

ଆଗାମୀ ଦୁଇ ଦିନ ପାଗ ଶୁଖିଲା ରହିବ । ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡିଶାର କିଛି ଜିଲ୍ଲାରେ ଦୁଇ ଦିନ ଘନ କୁହୁଡିର ସମ୍ଭାବନା ରହିଛି। ଏଥିପାଇଁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସେପଟେ ଆସନ୍ତା ୬ ଏବଂ ୭ ତାରିଖରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଟ୍ରକ୍‌-ବୋଲେର ମୁହାଁମୁହିଁ ଧକ୍କା; ୮ ଜଣ ଗୁରୁତର

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking