24.1 C
Bhubaneswar
Saturday, March 21, 2026
Homeଓଡିଶା୧୮ ଜ଼ିଲ୍ଲାଙ୍କୁ କୁହୁଡି ଚେତାବନୀ

୧୮ ଜ଼ିଲ୍ଲାଙ୍କୁ କୁହୁଡି ଚେତାବନୀ

ଭୁବନେଶ୍ବର : ଜାନୁଆରି ଶେଷ ହୋଇ ନଥିବା ବେଳେ ଗ୍ରୀଷ୍ମଋତୁର ପ୍ରାକ୍ ସୂଚନା ମିଳିସାରିଛି। ରାଜ୍ୟରେ ତାପମାତ୍ରା ୧୮ ଡିଗ୍ରି ରେକର୍ଡ ହୋଇଛି। ଏହାରି ମଧ୍ୟରେ ପାଣିପାଗ ବିଭାଗ ପକ୍ଷରୁ ଆଗାମୀ ୨୪ ଘଣ୍ଟା ପାଇଁ କୁହୁଡ଼ି ନେଇ ସତର୍କ ସୂଚନା ଜାରି କରାଯାଇଛି। ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ଆଗାମୀ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, କୋରାପୁଟ, କଳାହାଣ୍ଡି, କନ୍ଧମାଳ ଓ ନୟାଗଡ଼କୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି। ଏସବୁ ଜିଲ୍ଲାଗୁଡ଼ିକରେ ଦୃଶ୍ୟମାନତା ୫୦ରୁ ୨୦୦ ମିଟର ମଧ୍ୟରେ ରହିବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking