30.1 C
Bhubaneswar
Tuesday, June 24, 2025
Homeଓଡିଶାନୂଆପଡ଼ାର ମଧୁକପଡା ଗ୍ରାମ ନିକଟ ଜଙ୍ଗଲରେ ପୁଣି ଠାବ ହେଲା ମହାବଳ ବାଘର ପାଦଚିହ୍ନ

ନୂଆପଡ଼ାର ମଧୁକପଡା ଗ୍ରାମ ନିକଟ ଜଙ୍ଗଲରେ ପୁଣି ଠାବ ହେଲା ମହାବଳ ବାଘର ପାଦଚିହ୍ନ

ନୂଆପଡ଼ା: ନୂଆପଡ଼ା ଜିଲ୍ଲାର ଚନ୍ଦ୍ରପୁର ମଧୁକପଡା ଗ୍ରାମ ନିକଟ ଜଙ୍ଗଲରେ ପୁଣି ଠାବ ହେଲା ମହାବଳ ବାଘର ପାଦଚିହ୍ନ । କିଛି ଦିନ ତଳେ ମହାବଳ ମୁନିଗୁଡା ଦହିଖାଲ ଅଞ୍ଚଳରେ ମଇଁଷି ଛୁଆକୁ ଖାଇବା ପରେ ମହାବଳ ଗତିବିଧି ଉପରେ ନଜର ରଖିଛି ଜିଲ୍ଲା ବନ ବିଭାଗ । ଗ୍ରାମାଞ୍ଚଳରେ ଡାକବାଜି ଯନ୍ତ୍ର ଦ୍ବାରା ସଚେତନ ମଧ୍ୟ କରୁଛି ବନ ବିଭାଗ । ମହାବଳ ପୁଣି ଏବେ ଯିବା ବାଟରେ ଫେରୁଥିବା ନଜିର ରହୁଛି । ବର୍ତ୍ତମାନ ସୁଦ୍ଧା ମହାବଳ ବାଘକୁ ଦେଖି ନଥିବା ବେଳେ ପାଦଚିହ୍ନ ଠାବ କରି ନଜର ରଖୁଛି ବନ ବିଭାଗ । ଆଜି ଗୁଡାରି ଓ ଚନ୍ଦ୍ରପୁର ସିମାନ୍ତରେ ବାଘଟି ରହିଥିବାରୁ ବର୍ତ୍ତମାନ ପୁଣି ବାଘଟି ଯିବା ବାଟରେ ଫେରୁଥିବା ଅନୁମାନ କରାଯାଉଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking