37.1 C
Bhubaneswar
Saturday, April 4, 2026
Homeଓଡିଶାପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି

ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି

ଭୁବନେଶ୍ବର: ପୁରୀ ଜଗନ୍ନାଥ ବିମାନ ବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି। ପୁରୀ ଠାରେ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ କେନ୍ଦ୍ର ସରକାରଙ୍କ ଷ୍ଟେଜ୍ -୧ ଅନୁମୋଦନ।  ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ପୁରୀ ଜଙ୍ଗଲ ବିଭାଗରେ ୨୭.୮୮୭ ହେକ୍ଟର  ଜମି ଯୋଗାଇ ଦିଆଯିବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking