ମୁମ୍ବାଇ : ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କର ବ୍ରେନ୍ ଟ୍ୟୁମର୍ ହୋଇଛି । ତାଙ୍କୁ ମଙ୍ଗଳବାର ପିଡି ହିନ୍ଦୁଜା ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି । ତାଙ୍କ ଅବସ୍ଥା ଏବେ ସ୍ଥିର ଅଛି । ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେ ପତ୍ନୀଙ୍କ ସହିତ ହସ୍ପିଟାଲ୍ରେ ତାଙ୍କୁ ଭେଟି ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ।