ଆରପାରିରେ ପୂର୍ବତନ ମନ୍ତ୍ରୀ ଡାକ୍ତର କମଳା ଦାସ

ଜଳେଶ୍ଵର: ବାଲେଶ୍ବର ଜିଲ୍ଲା ଭୋଗରାଇର ତିନି ଥରର ବିଧାୟିକା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର କମଳା ଦାସଙ୍କର ଗତକାଲି ରାତିରେ ପରଲୋକ ହୋଇଯାଇଛି। ଗତ ଦୁଇ ସପ୍ତାହ ତଳେ ସେ ଭୁବନେଶ୍ୱର ସହିଦନଗର ସ୍ଥିତ ବାସଭବନରେ ଅସୁସ୍ଥ ହେବା ପରେ ଭୁବନେଶ୍ୱରର ଆପୋଲୋ ହସ୍ପିଟାଲକୁ ତାଙ୍କୁ ନିଆଯାଇଥିଲା।ଏହାପରେ ସେ ଫୁସଫୁସଜନିତ ସଂକ୍ରମଣରେ ପୀଡ଼ିତ ଥିବା ଜଣା ପଡିଥିଲା। ୧୨ ଦିନ ତଳେ ତାଙ୍କୁ କଟକର ଅଶ୍ବିନୀ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଥିଲା। ଏଠାରେ ସେ ଭେଣ୍ଟିଲେଟରରେ ଗତ ୩ … Continue reading ଆରପାରିରେ ପୂର୍ବତନ ମନ୍ତ୍ରୀ ଡାକ୍ତର କମଳା ଦାସ