28.1 C
Bhubaneswar
Wednesday, April 24, 2024
Homeବ୍ରେକୀଙ୍ଗପୂର୍ବତନ ମନ୍ତ୍ରୀ ମତଲୁବ ଅଲ୍ଲୀଙ୍କ ପରଲୋକ

ପୂର୍ବତନ ମନ୍ତ୍ରୀ ମତଲୁବ ଅଲ୍ଲୀଙ୍କ ପରଲୋକ

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ଘଟିଛି । ତେବେ ମୃତ୍ୟୁବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା ।

ଗତ ୧୪ ତାରିଖରେ ସେ ଅସୁସ୍ଥତା ଅନୁଭବ କରିବାରୁ ମେଡିକାଲରେ ଭର୍ତ୍ତି ହୋଇଥିଲେ । ହେଲେ ଚିକିତ୍ସାଧୀନ ଅବସ୍ଥାରେ ହିଁ ସେ ପରଲୋକ ଗମନ କରିଛନ୍ତି । ମତଲୁବଙ୍କ ପରଲୋକ ନେଇ ପୁଅ ମାସୁଦ ଅଲ୍ଲୀ ସୂଚନା ପ୍ରଦାନ କରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking