34.1 C
Bhubaneswar
Thursday, August 20, 2026
Homeଓଡିଶାପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ

ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ

ରାଜନଗର :  ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ  । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି । ପଟ୍ଟାମୁଣ୍ଡାଇ ବାଛରା, ମଣ୍ଡପଡାରେ ବୁଲିବା ସମୟରେ ଏହି ଅଘଟଣ ଘଟିଥିଲା । ତେବେ ତାଙ୍କୁ ତୁରନ୍ତ ରାଜନଗର ଗୋଷ୍ଠୀ ସ୍ୱସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ବର୍ତ୍ତମାନ ତାଙ୍କର ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ଜଣାପଡିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking