୯୧ ବର୍ଷରେ ପଦାର୍ପଣ କଲେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ

ନୂଆଦିଲ୍ଲୀ:ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଙ୍କ ଆଜି ୯୧ ତମ ଜନ୍ମଦିନ । ଏହି ଅବସରରେ ସମଗ୍ର ଦେଶରୁ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ମିଳୁଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇଛନ୍ତି । ମୋଦି ସୋସିଆଲ ମିଡିଆ ଏକ୍ସରେ କହିଛନ୍ତି, ପୂର୍ବ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଙ୍କୁ ଜନ୍ମଦିନରେ ଅନେକ ଅନେକ ଶୁଭେଚ୍ଛା । ମୁଁ ଆପଣଙ୍କ ଦୀର୍ଘ ଏବଂ ସୁସ୍ଥ ଜୀବନ ପାଇଁ ପ୍ରାର୍ଥନା … Continue reading ୯୧ ବର୍ଷରେ ପଦାର୍ପଣ କଲେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ